ସୁନ୍ଦରଗଡ଼ ଜିଲ୍ଲାର ତଲସରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସବଡେଗା ବ୍ଳକ ସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ ରେ ଆଜି ୩୩ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବ ରେ ଉପ ବାଚସ୍ପତି ଭବାନୀ ଶଙ୍କର ଭୋଇ ଅଂଶଗ୍ରହଣ କରି କାର୍ଯ୍ୟକ୍ରମ କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।