ଝାରସୁଗୁଡା: ବିର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ବିଜେପି ଦଳ ଓ ଝାରସୁଗୁଡା ବାସୀଙ୍କ ପକ୍ଷରୁ ଭଵ୍ୟ ସ୍ୱାଗତ ସମ୍ବର୍ଦ୍ଧନା
ଝାରସୁଗୁଡ଼ା ସ୍ଥିତ ବିର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିଜେପି ଦଳ ଓ ଝାରସୁଗୁଡା ବାସୀଙ୍କ ପକ୍ଷରୁ ଭଵ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ତେବେ ଆଜି ସକାଳ ପ୍ରାୟ ଏଗାରଟା ସମୟରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଝାରସୁଗୁଡା ବିର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଁଚିବା ପରେ ତାଙ୍କୁ ବିଜେପି ଦଳ ଓ ଝାରସୁଗୁଡା ବାସୀଙ୍କ ପକ୍ଷରୁ ଭଵ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଝାରସୁଗୁଡା ବିଧାୟକ ଟଙ୍କଧର ତ୍ରିପାଠୀ ଙ୍କ ସମେତ ଝାରସୁଗୁଡା ଜିଲ୍ଲା ବିଜେପି ସଭାପତି ଙ୍କ ସମେତ ବିଜେପି ଦଳର ଅନେକ ବରିଷ୍ଠ