ବେତନଟୀଥାନା କୃଷ୍ଣଚନ୍ଦ୍ରପୁର ଫାଣ୍ଡି ଅଧୀନ ବୁଢ଼ୀଖମାରୀ ପଞ୍ଚାୟତ କାର୍ଯ୍ୟାଳୟରେ ଆୟୋଜିତ ନୂଆ ଭାରତ ଏବଂ ନୂଆ ସଂକଳ୍ପ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ବୁଧବାର ଅପରାହ୍ନ ୩ଟାରେ ମୁଖ୍ୟ ଅତିଥି ଭାବେ ଯୋଗଦେଲେ ବାରିପଦା ସଦର ବିଧାୟକ ପ୍ରକାଶ ସୋରେନ l ବୁଢ଼ୀଖମାରୀ ଗ୍ରାମପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ କିରଣ କୁମାର ନାୟକଙ୍କ ସଂଯୋଜନା ଏବଂ ପରିଚାଳନାରେ ଆୟୋଜିତ କାର୍ଯ୍ୟକ୍ରମରେ ସରପଞ୍ଚ ଦାନ୍ଦୁ ମୁର୍ମୁ ଅଧ୍ୟକ୍ଷତା କରିଥିଲେ l