ଚିକିଟି: ବାଦପୁର ଠାରେ ପହଞ୍ଚି ଦୁର୍ଘଟଣାରେ ଆହତଙ୍କୁ ଭେଟିଲେ ପୂର୍ବତନ ବିଧାୟକ ପ୍ରାର୍ଥୀ ଶ୍ରୀରୂପ ଦେବ
Chikiti, Ganjam | Nov 27, 2025
ଗଞ୍ଜାମ ଜିଲ୍ଲା ଚିକିଟୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପାତ୍ରପୁର ବ୍ଲକର ବାଦପୁର ଗ୍ରାମର ଜଣେ ବ୍ଯକ୍ତି ସଡ଼କ ଦୁର୍ଘଟଣାରେ ଆହତ ହୋଇଛନ୍ତି। ଗୁରୁତର ପୂର୍ବାହ୍ନରେ ପୂର୍ବତନ ବିଧାୟକ ପ୍ରାର୍ଥୀ ଶ୍ରୀରୂପ ଦେବ ଉକ୍ତ ଗ୍ରାମରେ ପହଞ୍ଚି ଆହତଙ୍କୁ ଭେଟି ଆଶୁ ଆରୋଗ୍ୟ କାମନା କରିଛନ୍ତି।