ଜାନୁଆରୀ ୨୨ତାରିଖ ପୂର୍ବାହ୍ନ ୧୦ଟା ୩୦ମିନିଟରୁ ଅପରାହ୍ନ ୩ଟା ୩୦ମିନିଟ ପର୍ଯ୍ୟନ୍ତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଏକମା, ରାଉରକେଲା ମହାବିଦ୍ୟାଳୟ, ରାଉରକେଲା, ଏବଂ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ରାଉରକେଲା ମିଳିତ ଆନୁକୂଲ୍ୟରେ ପରିଚୟାତ୍ମକ ଶିକ୍ଷା ଭ୍ରମଣ କାର୍ଯ୍ୟକ୍ରମ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି, ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ରବୀନ୍ଦ୍ର କୁମାର ଜେନା ଅଧ୍ୟକ୍ଷତା ଓ ଅଧ୍ୟାପିକା ପୁନମ ଖଣ୍ଡେଲୱାଲ ଓ ଶ୍ଵେତା ସାହୁଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଅତିଥି ଭାବେ ଏକମା ସରକାରୀ ଉଚ୍ଚ ବିଦ୍ୟାଳୟର ଅଧ୍ୟକ୍ଷା ସୁଶ୍ରୀ ସଂଯନାୟକ