ଅପରାହ୍ନରେ ବଡମ୍ବା ରେ ପଂଚାୟତ ସମିତି ବୈଠକ ଅନୁଷ୍ଠିତ। ବିଧାୟକ ବିଜୟ ଦଳ ବେହେରା ଉପସ୍ଥିତ ଥିଲେ। ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କରାଯାଇଛି। ବିଡ଼ିଓ,ବ୍ଲକ ଅଧ୍ୟକ୍ଷ ପ୍ରମୁଖ ଉପସ୍ଥିତ ଥିଲେ।