ଝାରସୁଗୁଡା: ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଝାରସୁଗୁଡା ଜିଲ୍ଲା ମୁଖ୍ୟାଳୟରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ମହାସମାଧାନ ଶିବିର ଅନୁଷ୍ଠିତ
Jharsuguda, Jharsuguda | Sep 1, 2025
ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଝାରସୁଗୁଡା ଜିଲ୍ଲା ମୁଖ୍ୟାଳୟରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ମହାସମାଧାନ ଶିବିର ଅନୁଷ୍ଠିତ ହୋଇଛି l ଆଜି ସୋମବାର...