ବାମରା ବ୍ଲକ ଅନ୍ତର୍ଗତ ଟାଙ୍ଗରମୁଣ୍ଡା SSD ଉଚ୍ଚ ବିଦ୍ୟାଳୟ ରେ ଗତ ୨ ଦିନ ଧରି ଚାଲିଥିବା ଚାଲିଥିବା ବାର୍ଷିକ କ୍ରୀଡା ପ୍ରତିଯୋଗିତା ଶନିବାର ସନ୍ଧ୍ୟା ୫ ଟାରେ ଉଦଯାପିତ ହେଇ ଯାଇଛି। ଏହାର ଉଦଯାପନୀ ଉତ୍ସବ ରେ ମୁଖ୍ୟ ଅତିଥି ଭାବରେ ପ୍ରଧାନ ଶିକ୍ଷକ ତୁଷାରକାନ୍ତ ପ୍ରଧାନ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ। ସମ୍ମାନିତ ଅତିଥି ଭାବରେ ଶିକ୍ଷୟତ୍ରୀ ପ୍ରତିଭା ସାହୁ ଓ ଚିତ୍ତରଞ୍ଜନ ପ୍ରଧାନ ଯୋଗ ଦେଇ କ୍ରୀଡ଼ା ପ୍ରତିଯୋଗିତା ର ଲକ୍ଷ୍ୟ ଓ ଉଦ୍ଦେଶ୍ୟକୁ ନେଇ ଆଲୋଚନା କରିଥିଲେ।