ଆଠଗଡ: ତିଗିରିଆ ବିଜେଡି କାର୍ଯ୍ୟାଳୟ ପରିସରରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି
ତିଗିରିଆ ବ୍ଲକ ଅନ୍ତର୍ଗତ ଜେମାଦେଇପୁର ପଞ୍ଚାୟତ ର ବାସୁଦେଇପୁର ଗ୍ରାମର ଯୁବକ ମାନେ ଉଭୟ ବିଜେପି ଓ କଂଗ୍ରେସ ଦଳ ଛାଡ଼ି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୀତି ଆଦର୍ଶ ରେ ଅନୁପ୍ରାଣିତ ହୋଇ ବିଜୁ ଜନତା ଦଳରେ ସାମିଲ୍ ହୋଇଛନ୍ତି