ଝାରସୁଗୁଡା ଜିଲ୍ଲାର ଲାଇକେରା ବ୍ଲକ ଗସ୍ତ କଲେ ସ୍କୁଲ୍ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ପଛୁଆବର୍ଗ କଲ୍ୟାଣ, ସାମାଜିକ କଲ୍ୟାଣ ଓ ଶସକ୍ତକରଣ ବିଭାଗର ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ l ଏହି ଅବସର ରେ ଝାରସୁଗୁଡା ବିଧାୟକ ଟଙ୍କଧର ତ୍ରିପାଠୀ ମଧ୍ୟ ଉପସ୍ଥିତ ଥିଲେ l ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ବିଧାୟକ ଟଙ୍କଧର ତ୍ରିପାଠୀ ପଶ୍ଚିମ ଓଡ଼ିଶାର ଗର୍ବ ଓ ଗୌରବ ସହିଦ କରୁଣାକର ସିଂହ ନାଏକଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରି ଭବପୂର୍ବକ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିବା ସହ ତାଙ୍କ ସ୍ମୃତିଚାରଣ କରିଛନ୍ତି l ଆଜି ପୂର୍ବାହ୍ନ ପ୍ରାୟ ୧୧ ଟା ୩୦ ରେ ମନ୍ତ୍ରୀ ଙ୍କ ଏହି