ଅନୁଗୋଳ: ତାଳଚେର ଯୁବରାଜ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆୟୋଜିତ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନରେ ଯୋଗ ଦେଲେ ତାଳଚେର ବିଧାୟକ
Anugul, Angul | Nov 14, 2025 ଅନୁଗୋଳ ଜିଲ୍ଲା ତାଳଚେର ବ୍ଲକ ଅନ୍ତର୍ଗତ ତାଳଚେର ଯୁବରାଜ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ତାଳଚେର ପଞ୍ଚାୟତ ସମିତି ପକ୍ଷରୁ ଆୟୋଜିତ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ କାର୍ଯ୍ୟକ୍ରର୍ମ ରେ ମୁଖ୍ୟ ଅତିଥି ଭାବେ ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ ଯୋଗ ଦେଇଥିବା ସୂଚନା ମିଳିଛି। ଏଥିରେ ଭିନ୍ନକ୍ଷମ ମାନେ ଯୋଗ ଦେଇ ସେମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ।