ଡାବୁଗାଁ: ବ୍ଳକ ସମ୍ମିଳନୀ କକ୍ଷ ଠାରେ ଦୀର୍ଘସ୍ଥାୟୀ ଭିତ୍ତିଭୂମି ସହିତ ଗ୍ରାମୀଣ ସମୁଦାୟ କୁ ସଶକ୍ତ କରିବା ଉପରେ ତାଲିମ
ଡାବୁଗାଁ ବ୍ଳକ ସମ୍ମିଳନୀ କକ୍ଷ ଠାରେ ଦୀର୍ଘସ୍ଥାୟୀ ଭିତ୍ତିଭୂମି ସହିତ ଗ୍ରାମୀଣ ସମୁଦାୟ କୁ ସଶକ୍ତ କରିବା ରେ ଗ୍ରାମ ପଞ୍ଚାୟତ ର ଭୂମିକା ଉପରେ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି |