ଛତ୍ରପୁର: ଆସନ୍ତା କାଲି ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ପାଣିପାଗ ବିଭାଗ
Chhatrapur, Ganjam | Aug 26, 2025
ପୁଣି ଲଘୁଚାପ, ଆସୁଛି ବଡ଼ ବର୍ଷା । ଆଗାମୀ ୪ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।ଆସନ୍ତା କାଲି ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ଗଞ୍ଜାମ...