ଟିଟିଲାଗଡ: ବଲାଙ୍ଗିର ଠାରେ ଆୟୋଜିତ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ଯୋଗଦେଲେ ଟିଟିଲାଗଡ଼ ବିଧାୟକ ନବୀନ ଜୈନ
Titlagarh, Balangir | Sep 10, 2025
ବୁଧୁବାର ଦିନ ବଲାଙ୍ଗିର ଠାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀଯୁକ୍ତ ସୁରେଶ ପୂଜାରୀଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।...