ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୃନ୍ଦାଦେଇପୁର ଗ୍ରାମପଞ୍ଚାୟତରେ ବୃନ୍ଦାଦେଇପୁର ପ୍ରିମିୟର ଲିଗ କ୍ରିକେଟ ଟୁର୍ନାମେଣ୍ଟରେ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ମା ଶ୍ରୀମତୀ ମିନତୀ ସାହୁ ଯୋଗଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିବା ସହିତ ଭଲ ଖେଳ ପ୍ରଦର୍ଶନ କରିଥିବା ଖେଳାଳି ମାନଙ୍କୁ ପୁରସ୍କୃତ କରିଥିବା ଗୁରୁବାର ଅପରାହ୍ନ 4 ଘଟିକା ସମୟରେ ଦେଖିବାକୁ ମିଳିଛି ।