କଟକ ପୌରାଞ୍ଚଳ: ମହାନଦୀ ବିହାର ସ୍ଥିତ ସେଲିବ୍ରେସନ ମଣ୍ଡପ ଠାରେ ବୁଧବାର ବିଜେପି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ
ବୁଧବାର ଦିନ ୪ଟା ପର୍ଯ୍ୟନ୍ତ ସେଲିବ୍ରେସନ ମଣ୍ଡପ ରେ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା, ବିଜେପି ବରିଷ୍ଠ ନେତା ନୟନ କିଶୋର ମହାନ୍ତିଙ୍କ ନେତୃତ୍ବରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।