Public App Logo
Jansamasya
���ादसा
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
Jharkhand
Rajasthan
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
Crimenews
Nda
School
Cbi
Mathura
Fatehpur
Jodhpur

ପଟ୍ଟାଙ୍ଗୀ: ନନ୍ଦପୁର ଉଚ୍ଚ ବିଦ୍ୟାଳୟରେ ଦୁଇ ଦିନ ଧରି ଚାଲିବାକୁ ଥିବା ବାର୍ଷିକ କ୍ରୀଡା ପ୍ରତିଯୋଗିତାର ଶୁଭ ଉଦ୍ଘାଟନ

Pottangi, Koraput | Jan 16, 2026
ଆଜି ନନ୍ଦପୁର ଉଚ୍ଚ ବିଦ୍ୟାଳୟରେ ଦୁଇ ଦିନ ଧରି ଚାଲିବାକୁ ଥିବା ବାର୍ଷିକ କ୍ରୀଡା ପ୍ରତିଯୋଗିତାର ଶୁଭ ଉଦ୍ଘାଟନ ହୋଇଯାଇଛି। ପ୍ରଧାନ ଶିକ୍ଷୟତ୍ରୀ ଅଞ୍ଜୁଲତା ଗରଡା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଗୋଷ୍ଟି ଶିକ୍ଷା ଅଧିକାରୀ ମମତାଜ୍ ଗୋମାଙ୍ଗ ଯୋଗ ଦେଇ କ୍ରୀଡାବିତ୍ ଓ ଅନ୍ୟାନ୍ୟ ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ।

MORE NEWS

ପଟ୍ଟାଙ୍ଗୀ: ନନ୍ଦପୁର ଉଚ୍ଚ ବିଦ୍ୟାଳୟରେ ଦୁଇ ଦିନ ଧରି ଚାଲିବାକୁ ଥିବା ବାର୍ଷିକ କ୍ରୀଡା ପ୍ରତିଯୋଗିତାର ଶୁଭ ଉଦ୍ଘାଟନ - Pottangi News