Public App Logo
Jansamasya
National
���ीएसटी
Happydiwali
Railinfra4andhrapradesh
Nextgengst
Cybersecurityawareness
Pmmsy
Diwali2025
Fidfimpact
Matsyasampadasesamriddhi
Responsiblerailyatri
Andhrapradesh
���हात्मा_गांधी
���ांधी_जयंती
Gandhijayanti
Digitalindia
Fisheries
Nfdp
Swasthnarisashaktparivar
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat
Beatncds

ଖଲ୍ଲିକୋଟ୍: ଜଳି ଶଙ୍ଖ ଠାରେ ଦୁର୍ଘଟଣା; ଭାରସାମ୍ୟ ହରାଇ ଗାର୍ଡ ୱାଲ୍ କୁ ଧକ୍କା ଦେଲା ଟ୍ରକ, ଅଳ୍ପକେ ବର୍ତ୍ତି ଲେ ଡ୍ରାଇଭର ଓ ହେଲ୍ପର

Khalikote, Ganjam | Oct 22, 2025
ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲା ସୀମାନ୍ତରେ ଥିବା ୧୬ନଂ ଜାତୀୟ ରାଜପଥର ଜଳି ଶଙ୍ଖ ଠାରେ ଦୁର୍ଘଟଣା । ଭାରସାମ୍ୟ ହରାଇ ଗାର୍ଡ ୱାଲ୍ କୁ ଏକ ଟ୍ରକ ଧକ୍କା ଦେଇଥିବା ବେଳେ ଅଳ୍ପକେ ଡ୍ରାଇଭର ଓ ହେଲ୍ପର ବର୍ତ୍ତି ଯାଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ଆଜି ଅପରାହ୍ନ ପ୍ରାୟ ୨ ଟା ସମୟରେ ଭୁବନେଶ୍ୱର ପଟୁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ଏକ ଟ୍ରକ ହଠାତ ଜଳି ଶଙ୍ଖ ଠାରେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଯାହା ଫଳରେ ଟ୍ରକ ଟି କ୍ଷତିଗ୍ରସ୍ତ ହୋଇଥିବା ବେଳେ ଟ୍ରକ ଡ୍ରାଇଭର ଓ ହେଲ୍ପର ଅଳ୍ପକେ ବର୍ତ୍ତି ଯାଇଥିଲେ ।

MORE NEWS