ବୌଦ୍ଧ ସଦର: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ନିଶାଦ୍ରବ୍ୟ ତଥା ଅପମିଶ୍ରିତ ମାଦକ ଦ୍ରବ୍ୟ ବିରୋଧରେ ସଚେତନତା ରଥର ଶୁଭାରମ୍ଭ