Public App Logo
Jansamasya
News
Bjp
National
Bihar
India
कांग्रेस
बीजेपी
Uttar_pradesh
Congress
Modi
Delhi
Viral
Crime
शिक्षा
Up
दिल्ली
Breakingnews
महिला
Narendramodi
Madhya_pradesh
Mp
Madhyapradesh
Pmmodi
Rahulgandhi
स्कूल
Bhopal
Haryana
Uttarpradesh
Cbse

ଅନୁଗୋଳ: କୁମଣ୍ଡ ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ସାହି ମଧ୍ୟରେ ମୁଁହାମୁହିଁ; ସୁରକ୍ଷା ପାଇଁ ପୋଲିସ ମୁତୟନ

Anugul, Angul | Oct 21, 2025
ଅନୁଗୋଳ ଜିଲ୍ଲା ଅନୁଗୋଳ ସଦର ଥାନା ଅନ୍ତର୍ଗତ କୁମଣ୍ଡ ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ସାହି ମଧ୍ୟରେ ମୁହାଁମୁହିଁ ହୋଇଛି। ଗତ କାଲି ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ସାହି ମଧ୍ୟରେ ମୁହାଁମୁହିଁ ହୋଇଥିବା ସୂଚନା ମିଳିଛି। ଯାହା ଫଳରେ ପରିସ୍ଥିତି ଅଣାୟତ୍ତ ହେବାରୁ ଏକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି।

MORE NEWS