Public App Logo
Jansamasya
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
���ाजस्थान
Jharkhand
Rajasthan
���ध्यप्रदेश
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
���ादी
Crimenews
Indore
Nda
School
Cbi

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ହାଉସିଂ ବୋର୍ଡ ଛକ ବୁଦ୍ଧ ମନ୍ଦିର ରେ ୧୦୩ତମ ଆନ୍ତର୍ଜାତିକ ସମବାୟ ଦିବସ ପାଳିତ

ଓଡିଶା ରାଜ୍ୟ ସମବାୟ ୟୁନିୟନ ଆନୁକୂଲ୍ୟରେ ୧୦୩ତମ ଆନ୍ତର୍ଜାତିକ ସମବାୟ ଦିବସ ପାଳିତ ହୋଇଯାଇଛି । ଆଜି 7.45ରେ ସ୍ଥାନୀୟ ହାଉସିଂ ବୋର୍ଡ ଛକ, ବୁଦ୍ଧ ମନ୍ଦିରଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦିପ ବଳ ସାମନ୍ତ ଯୋଗ ଦେଇ କହିଥିଲେ, ସେବା ହିଁ ସମବାୟର ମୂଳ ଧର୍ମ । ସମବାୟ ଅନୁଷ୍ଠାନକୁ “ୱାନ୍ ଷ୍ଟପ୍ ସପ୍” ରେ ପରିଣତ କରି ଗ୍ରାମୀଣ ଜୀବନରେ ଆବଶ୍ୟକ ହେଉଥିବା ସମସ୍ତ ସେବା ଯୋଗାଇ ଦେବା ପାଇଁ ସମିତି ମାନଙ୍କୁ ଅଧିକ ସଶକ୍ତ କରିବାକୁ ଲକ୍ଷ୍ୟ ରହିଛି ।
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ହାଉସିଂ ବୋର୍ଡ ଛକ ବୁଦ୍ଧ ମନ୍ଦିର ରେ ୧୦୩ତମ ଆନ୍ତର୍ଜାତିକ ସମବାୟ ଦିବସ ପାଳିତ - Bhubaneswar M Corp News