Public App Logo
Jansamasya
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
���ाजस्थान
Jharkhand
Rajasthan
���ध्यप्रदेश
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
���ादी
Crimenews
Indore
Nda
School
Politics

ଲାଞ୍ଜିଗଡ: ପାଇକ କେନ୍ଦୁମୁଣ୍ଡି ପଞ୍ଚାୟତ ଠାରେ ପଞ୍ଚାୟତ ସ୍ତରୀୟ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ।

Lanjigarh, Kalahandi | Dec 1, 2025
ପାଇକ କେନ୍ଦୁମୁଣ୍ଡି ପଞ୍ଚାୟତ ଠାରେ ପଞ୍ଚାୟତ ସ୍ତରୀୟ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ। ଆଜି ସୋମବାର ଦିବା ବାର ଘଣ୍ଟା ସମୟରୁ ଅପରାହ୍ନ ତିନିଟା ଘଣ୍ଟା ସମୟ ପର୍ଯ୍ୟନ୍ତ କଳାହାଣ୍ଡି ଜିଲା ଜୟପାଟଣା ବ୍ଳକ ଅନ୍ତର୍ଗତ ପାଇକ କେନ୍ଦୁମୁଣ୍ଡି ପଞ୍ଚାୟତ ଠାରେ ପଞ୍ଚାୟତ ଠାରେ ପଞ୍ଚାୟତ ସ୍ତରୀୟ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି। ସରପଞ୍ଚ ଙ୍କ ଅଧ୍ୟକ୍ଷତାରେ ଜୟପାଟଣା ଗୋଷ୍ଠୀ ଉନ୍ନୟନ ଅଧିକାରୀ ସମେତ ସମସ୍ତ ବ୍ଲକ ପଦାଧିକାରୀ ଉପସ୍ଥିତ ଥିଲେ। ଉକ୍ତ ଶିବିରରେ ପଞ୍ଚାୟତ ର ଜନ ସାଧାରଣ ଯୋଗଦେଇ ନିଜ ନିଜ ସମସ୍ୟା ଉପରେ ଅଭିଯୋଗ ପତ୍ର ଦାଖଲ କରିଥିଲେ।
ଲାଞ୍ଜିଗଡ: ପାଇକ କେନ୍ଦୁମୁଣ୍ଡି ପଞ୍ଚାୟତ ଠାରେ ପଞ୍ଚାୟତ ସ୍ତରୀୟ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ। - Lanjigarh News