ତିଲେଇବଣି ବ୍ଲକ ଦୁଧିଆନାଳି କ୍ଲଷ୍ଟର ଅନ୍ତର୍ଗତ ଜାମ୍ବୁନାଳି ଉଚ୍ଚ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗୁରୁବାର ସନ୍ଧ୍ୟା ପ୍ରାୟ ୬ ପର୍ଯ୍ୟନ୍ତ ଉକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ଜଣାପଡିଛି । ଦୁଧିଆନାଳି କ୍ଲଷ୍ଟର ସିଆରସିସି ଅଜୟ କୁମାର ସାହୁଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ସୁରଭି କାର୍ଯ୍ୟକ୍ରମରେ କ୍ଲଷ୍ଟରର ୧୫ଟି ବିଦ୍ୟାଳୟର ଶତାଧିକ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ ।ସମସ୍ତ ପ୍ରଧାନ ଶିକ୍ଷକ ଓ ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ ।ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟଅତିଥି ଭାବେ ତିଲେଇବବଣୀ ବ୍ଲକ ଅଧ୍ୟକ୍ଷା ବୃନ୍ଦାବତୀ ଭୋଇ ଏବଂ