ଓଡ଼ିଶାରେ ବିଜେପି ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟବ୍ୟାପୀ ପଞ୍ଚାୟତ ସ୍ତରୀୟ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଓ ବିକାଶମୂଳକ ଯୋଜନାକୁ ଗାଁ ଗହଳିରେ ପହଞ୍ଚାଇବାକୁ ଲକ୍ଷ୍ୟ ରଖାଯାଇଛି।ବିଶେଷକରି ସୁଭଦ୍ରା ଯୋଜନା, ନାରୀ ବନ୍ଦନା, ମହିଳା ସଶକ୍ତିକରଣ, କୃଷକ କଲ୍ୟାଣ ଓ ଗ୍ରାମୀଣ ବିକାଶ ଭଳି ଯୋଜନା ଉପରେ ଗୁରୁତ୍ୱ ଦିଆଯିବ। ଆଜି ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଉଦଘାଟନ କରିଥିଲେ, ଏହି କାର୍ଯ୍ୟକ୍ରମ ଜୟପୁର ବ୍ଲକ ସଭାଗ୍ରହ ଠାରେ ଅନୁଷ୍ଠିତ ହୋଇଥିଲା,