କୋରାପୁଟ ସହର: କୋରାପୁଟରେ ପ୍ରବଳ ଶୀତ ଅନୁଭୂତ ହେଉଥିବା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ଲମତାପୁଟରେ ପ୍ରତିକ୍ରିୟା ରଖିଛନ୍ତି ସ୍ଥାନୀୟ ବାସିନ୍ଦା
କୋରାପୁଟରେ ପ୍ରବଳ ଶୀତ ଅନୁଭୂତ ହେଉଥିବା ଆଜି ସକାଳ ୯ ଟା ସମୟରେ ପ୍ରତିକ୍ରିୟା ରଖିଛନ୍ତି ଲମତାପୁଟ ସ୍ଥାନୀୟ ବାସିନ୍ଦା। ଚଳିତବର୍ଷ ସବୁଠାରୁ ଅଧିକ ଶୀତ ଅନୁଭୂତ ହେଉଥିବା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ପ୍ରତିକ୍ରିୟା ରଖିଛନ୍ତି।