Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
कांग्रेस
Congress
Modi
Delhi
Viral
Crime
Up
अमित_शाह
Bollywood
Breakingnews
Narendramodi
Madhya_pradesh
Pmmodi
Rahulgandhi
यूपी
Uttarpradesh
Haryana
Cricket
Lucknow
Uttarakhand
Sambalpur
Crimenews

କୋଟପାଡ: ବୈପାରୀଗୁଡା ମିନି ଷ୍ଟାଡିୟମ ଠାରେ ଆୟୋଜିତ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ଯୋଗ ଦେଲେ କୋରାପୁଟ ବିଧାୟକ

Kotpad, Koraput | Jan 18, 2026
ବୈପାରୀଗୁଡା ମିନି ଷ୍ଟାଡିୟମରେ ୟୁଥ ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ l ଆଜି ଅପରାହ୍ନ ଚାରିଟା ସମୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ଯୋଗଦେଇ ଥିଲେ । ଯୁବଗୋଷ୍ଟିଙ୍କୁ ନେଇ ପରିବେଶ ସୁରକ୍ଷା ଓ ବୃକ୍ଷ ରୋପଣର ଆବଶକ୍ୟତା ଓ ଉପକାରିତା ବିଷୟରେ ଏକ ସଚେତନତା ଆଲୋଚନା କରାଯାଇଥିଲା । ବିଶ୍ଵରେ ଯେଭଳି ଦୃତ ଶିଳ୍ପାୟନ ତଥା ବିକାଶମୂଳକ ଯୋଜନା ଦ୍ଵାରା ଅବିଚାରିତ ଜଙ୍ଗଲ ଅପସାରଣ ହୋଇ ଚାଲିଛି ସେ ନେଇ ବୁଝିଥିଲେ l
କୋଟପାଡ: ବୈପାରୀଗୁଡା ମିନି ଷ୍ଟାଡିୟମ ଠାରେ ଆୟୋଜିତ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ଯୋଗ ଦେଲେ କୋରାପୁଟ ବିଧାୟକ - Kotpad News