ରାଜଗାଙ୍ଗପୁର: ତରକେରା ହାଇସ୍କୁଲ ପ୍ରାଙ୍ଗଣରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ
ସୁନ୍ଦରଗଡ଼ ଜିଲ୍ଲାର କୁତ୍ରା ବ୍ଳକ ଅନ୍ତର୍ଗତ ତରକେରା ହାଇସ୍କୁଲ ପ୍ରାଙ୍ଗଣରେ ଆଜି ବ୍ଳକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବ ରେ ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ସାରଙ୍ଗଧର ବରିହା ପ୍ରମୁଖ ଅଂଶ ଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ କୁତ୍ରା ବ୍ଳକର ଶିକ୍ଷା ବିଭାଗ ର ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଅଂଶଗ୍ରହଣ କରିଥିଲେ।