Public App Logo
Jansamasya
Viral
Jharkhand
���ेट्रोल
���िल्ली
���िरफ्तार
Breakingnews
Madhya_pradesh
Pmmodi
Rahulgandhi
Haryana
Uttarpradesh
Jdu
Sambalpur
Cyclone
���ादी
Crimenews
Bareilly
Bcci
Agra
Breaking
Aimim
Railway
Biharnews
Fatehpur
Kanganaranaut
Amitshah
Meerut
Fire
Jhansi

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ରାଜ୍ୟ ସଭାପତି ନିର୍ବାଚନ ପାଇଁ ନାମାଙ୍କନ ଭରିବେ ଆଶାୟୀ, ବିଜେପି ଅଫିସରେ ପ୍ରତିକ୍ରିୟା ରଖିଲେ ରାଜ୍ୟ ନିର୍ବାଚନ ଅଧିକାରୀ ପ୍ରତାପ ଷଡ଼ଙ୍ଗୀ

ବିଜେପି ରାଜ୍ୟ ସଭାପତି ନିର୍ବାଚନ ପାଇଁ ଆଜି ନାମାଙ୍କନ ଭରିବେ ଆଶାୟୀ । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସଭାପତି ନିର୍ବାଚନ ଅଧିକାରୀ ପ୍ରତାପ ଷଡ଼ଙ୍ଗୀ ଏବଂ ଦଳର ରାଷ୍ଟ୍ରୀୟ ପର୍ଯ୍ୟବେକ୍ଷକ ସଞ୍ଜୟ ଜୟସ୍ୱାଲ ତତ୍ତ୍ଵାବଧାନରେ ହେବ ଏହି ନିର୍ବାଚନ ପ୍ରକ୍ରିୟା । ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆଜି ମଧ୍ୟାହ୍ନ ୧୨.୩୦ରୁ ଆରମ୍ଭ ହୋଇ ଅପରାହ୍ନ ୩.୩୦ ପର୍ଯ୍ୟନ୍ତ ଜାରି ରହିବ । ନାମାଙ୍କନ ସମ୍ପର୍କିତ ଆପତ୍ତି ଅଭିଯୋଗର ଯାଞ୍ଚ କରାଯାଇ ଅପରାହ୍ନ ୪.୩୦ ସୁଦ୍ଧା ଅନ୍ତିମ ସୂଚୀ ପ୍ରକାଶ କରାଯିବ ଏବଂ ଚିହ୍ନ ଆବଣ୍ଟନ କରାଯିବ । ଆବଶ୍ୟକ ହେଲେ ୮ ତାରିଖ ସକାଳ ୯ଟା ରୁ ୧୧ଟା ପର୍ଯ୍ୟନ୍ତ ମତଦାନ

MORE NEWS