ଝାରସୁଗୁଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲା ସତର୍କତା ଓ ନିରୀକ୍ଷଣ କମିଟି ବୈଠକ ଅନୁଷ୍ଠିତ ହୋଇଛି l ଆଜି ଅପରାହ୍ନ ୪ ଟା ରୁ ୫ ଟା ଯାଏଁ ଝାରସୁଗୁଡା ଜିଲ୍ଲାପାଳ କୁନାଲ ମୋତିରାମ ଚୌହାନ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ବୈଠକରେ ପି.ଓ.ଏ. ଅଧିନିୟମ ୧୯୮୯ ଅନ୍ତର୍ଗତ ଅପରାଧ ମାମଲା, ଅନ୍ତରଜାତୀୟ ବିବାହ ଓ ଓ.ଏଲ୍.ଆର୍. ଧାରା ୨୩ ର ସମୀକ୍ଷା କରାଯାଇଛି l ଏହି ଅବସରରରେ ଅତିରିକ୍ତ ଜିଲ୍ଲାପାଳ ଙ୍କ ସହ ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀମାନେ ଉପସ୍ଥିତ ଥିଲେ l