ବ୍ରହ୍ମଗିରି: ପାଟଣା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକଙ୍କ ଦେହାନ୍ତ
ପାଟଣା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକଙ୍କ ଦେହାନ୍ତ ହୋଇଛି। ଏହି ଖବର ଶୁଣି ବ୍ରହ୍ମଗିରି ବିଧାୟିକା ଉପାସନା ମହାପାତ୍ର ଗଭୀର ଶୋକ ପ୍ରକାଶ କରିବା ସହ ଦିବଙ୍ଗତ ଆତ୍ମାର ସଦଗତି କାମନା କରିଛନ୍ତି ଓ ପରିବାର ବର୍ଗଙ୍କ ସହ ଆଲୋଚନା କରିଛନ୍ତି।