Public App Logo
Jansamasya
���िधायक
Congress
Modi
Delhi
Viral
Jharkhand
Rajasthan
Breakingnews
Narendramodi
Nitishkumar
Madhya_pradesh
Madhyapradesh
Pmmodi
Rahulgandhi
Haryana
Crimenews
Education
Bareilly
Agra
Cbi
Politics
Abvp
���ायल
Fatehpur
Jodhpur
Amitshah
Uppolice
Punjab
Pratapgarh

ବରୀ ରାମଚନ୍ଦ୍ରପୁର: ବରୀ ପଂଚାୟତ ଛକରେ କଂଗ୍ରେସ ପକ୍ଷରୁ ନୂତନ କାର୍ଯ୍ୟାଳୟ ଉଦଘାଟନ ଉତ୍ସବ ଅନୁଷ୍ଠିତ, ଯୋଗଦେଲେ ଅନେକ କଂଗ୍ରେସ ନେତା

ବରୀ ପଂଚାୟତ ଛକରେ କଂଗ୍ରେସ ପକ୍ଷରୁ ନୂତନ କାର୍ଯ୍ୟାଳୟ ଉଦଘାଟନ ଉତ୍ସବ ଅନୁଷ୍ଠିତ, ଯୋଗଦେଲେ ଅନେକ କଂଗ୍ରେସ ନେତା l ଆଜି ବରୀ ବ୍ଲକ କଂଗ୍ରେସ ସଭାପତିଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ଯଥା ବରିଷ୍ଠ କଂଗ୍ରେସ ନେତା ଦେବାଶିଷ ନାୟକ ଓ ଜିଲ୍ଲା କଂଗ୍ରେସ ସଭାପତି ମାଗୁଣି ଜେନା ଅତିଥିଭାବେ ଯୋଗଦେଇ ନୂତନ କାର୍ଯ୍ୟାଳୟକୁ ଉଦଘାଟନ କରିଥିଲେ l ଏହି ଅବସରରେ ଶ୍ରୀ ଜେନା କିଭଳି ବରୀ ବ୍ଲକରେ କଂଗ୍ରେସ ସଂଗଠନ ଶକ୍ତିଶାଳୀ ହେବ ଆଲୋଚନା କରିଥିଲେ l ଆଜିର ଏହି କାର୍ଯ୍ୟକ୍ରମରେ ଅନେକ କଂଗ୍ରେସ ନେତା ଓ କର୍ମୀ ଉପସ୍ଥିତ ଥିଲେ l

MORE NEWS