ବିଷମକଟକ: ରାୟଗଡ଼ା ପୁଲିସର କଡ଼ା ଚଢ଼ାଉ: ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ
ରାୟଗଡ଼ା ଜିଲ୍ଲାରେ ସଡ଼କ ସୁରକ୍ଷା ଓ ଆଇନଶୃଙ୍ଖଳା ବଜାୟ ରଖିବାକୁ ପୁଲିସର କଡ଼ା ପଦକ୍ଷେପ। ଗତ ୨୪ ଘଣ୍ଟାରେ ଟ୍ରାଫିକ ନିୟମ ଉଲ୍ଲଂଘନ ଓ ବେଆଇନ କାର୍ଯ୍ୟକଳାପ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।