Public App Logo
Jansamasya
National
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek
Healthforall
Sco
Blooddonation
Saynototobacco
Vayvandanacard
Ayushmanbharat
Tbmuktbharat
Pmjay
Jansamasya
Liverhealth
Sicklecellawareness

ଜୟପୁର: ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନାର ଢେପଗୁଡାରେ ଚଢାଉ, ଜଣେ ଗିରଫ

Jeypore, Koraput | Sep 16, 2025
ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ଚଢାଉ କରି ଜଣେ ମହିଳା ଅଭିଯୁକ୍ତ କୁ ଗିରଫ କରି ଆଜି ରାତ୍ର 8ଟାରେ କୋର୍ଟ ଚାଲାଣ କରିଛି । ସୁଚନା ଅନୁଯାଇ ଦେଶି ମଦ ଚାଲାଣ ସୁଚନା ପାଇ ଜୟପୁର ଅବକାରି ଥାନା ଢେପଗୁଡାରେ ଚଢାଉ କରିଛି । ଚଢାଉ କରି ୧୪ ଲିଟର ଦେଶି ମଦ ଜବତ କରିବା ସହ ମହିଳା ଅଭିଯୁକ୍ତ କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବିଷୟ ଜୟପୁର ଅବକାରି ଥାନା ଓଆଇସି ସୁବ୍ରତ କେଶୋରି ହିରନ ସୁଚନା ଦେଇଛନ୍ତି ।

MORE NEWS