ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡି ରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ତରଫରୁ ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ
ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵଂୟ ଶାସିତ ମହା ବିଦ୍ୟାଳୟ ଠାରେ ଆଜି ଦିବା 2ଘଣ୍ଟ ସମୟରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ତରଫରୁ ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଅନ୍ତରଜାତୀୟ କ୍ରୀଡା ବିତ୍ ଶ୍ରୀ କିଶୋର ଚନ୍ଦ୍ର ରଥ , ମୁଖ୍ୟ ବକ୍ତା ଭାବେ ବିଶିଷ୍ଟ ସଂଗୀତ ଗୁରୁ ଡକ୍ଟର ରଘୁନାଥ ପାତ୍ର ସବୁଜ ପତାକା ଦେଖାଇ ଏହି ଶୋଭା ଯାତ୍ରାର ଶୁଭ ଉଦଘାଟନ କରିଥିଲେ। ଏହି ଅବସରରେ ଗଜପତି ଜିଲ୍ଲା ପ୍ରମୁଖ ବାଳକୃଷ୍ଣ ଜେନା, ଜିଲ୍ଲା ସହ ପ୍ରମୁଖ ସମୀର ରଞ୍ଜନ ପାଣିଗ୍ରାହୀ, ଜିଲ୍ଲା ସଂଯୋଜକ ମୁଖଲିଙ୍