ଆଗାମୀ ପଂଚାୟତ ନିର୍ବାଚନ ଓ ପୌର ନିର୍ବାଚନକୁ ନେଇ ସମ୍ବଲପୁର ଉତ୍ତରାଞ୍ଚଳ ରାଜସ୍ବ କମିଶନର କାର୍ଯ୍ୟାଳୟ ର ସମ୍ମିଳନୀ କକ୍ଷରେ ପ୍ରାକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ଓଡିଶା ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ ଙ୍କ ଅଧ୍ୟକ୍ଷତା ରେ ଏହି ବୈଠକ ଅନୁଷ୍ଠିତ ହୋଇଛି l ଏହି ବୈଠକରେ ସଚିବ ସନ୍ତୋଷ କୁମାର ଦାଶ, ଉତ୍ତରାଞ୍ଚଳ ରାଜସ୍ବ କମିଶନର ସଚିନ ରାମଚନ୍ଦ୍ର ଯାଦବ, 12ଟି ଜିଲ୍ଲାର ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲପାଳ, ଉପଜିଲ୍ଲାପାଳ ଓ ତହସିଲଦାରମାନେ ଉପସ୍ଥିତ ଥିଲେ l ତେବେ ପଂଚାୟତ ନିର୍ବାଚନ -2027କୁ ଆଖି ଆଗରେ ରଖି ଏହି ବୈଠକ ହୋଇଛି | ଏହି ବୈଠକ ପ୍ରଥମାର୍ଦ୍ଧ