ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସହର ନୀଳକଣ୍ଠ ନଗର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 42 ତମ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ଯୋଗଦେଇ କାର୍ଯ୍ୟକ୍ରମ କୁ ଉଦଘାଟନ କରିଛନ୍ତି ରାଜ୍ୟ ମୁଖ୍ୟମନ୍ତ୍ରୀ ମୋହାନ ଚରଣ ମାଝୀ l ଏହି କାର୍ଯ୍ୟକ୍ରମ ରେ ପୋଲସରା ବିଧାୟକ ତଥା ରାଜ୍ୟ ମତ୍ସ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ,ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା ଙ୍କ ସମେତ ଜିଲ୍ଲାର ବହୁ ବିଧାୟକ ଓ ଆଗଧାଡିର ନେତା ଯୋଗଦେଇଛନ୍ତି l