ନୂଆଗାଁ ବ୍ଲକର ଗୋଷ୍ଠୀ ଶିକ୍ଷାଧିକାରୀ କାର୍ଯ୍ୟାଳୟ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,ବରେଇଗଡ଼ା ପରିସରରେ କ୍ଲଷ୍ଟରସ୍ତରୀୟ ସୁରଭୀ ୨୦୨୫ ଅନୁଷ୍ଠିତ ହୋଇଯାଇଛି।ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦିଲୀପ କୁମାର ମାଲ୍ଵାଙ୍କ ତତ୍ତ୍ଵାବଧାନରେ କାର୍ଯ୍ୟକ୍ରମ ହୋଇଥିଲା।ଏହି କାର୍ଯ୍ୟକ୍ରମକୁ ସି.ଆର.ସିସି ମହାଦେବ ବଡ଼ାଇକ ପରିଚାଳନା କରିଥିଲେ।