Public App Logo
Jansamasya
News
���ुलिस
Bjp
National
Bihar
���ीजेपी
Congress
Modi
Delhi
Viral
Jharkhand
���ेट्रोल
���िल्ली
���िरफ्तार
Breakingnews
Madhya_pradesh
Pmmodi
Rahulgandhi
Haryana
Uttarpradesh
Jdu
Sambalpur
Cyclone
���ादी
Crimenews
Bareilly
Bcci
Agra
Breaking
No video available

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପାଣିପାଗ ସ୍ଥିତି ନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି

ଆସନ୍ତା ୨୧ ତାରିଖ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା ଅଛି । ଗୁରୁବାର ଉପକୂଳ ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୦ ଓ ୨୧ ତାରିଖରେ ବି ବର୍ଷା ହେବ । ଆସନ୍ତା ତିନି ଦିନ ଯାଏ ପୂରା ରାଜ୍ୟରେ ଦିନବେଳା ପାଗ କୋହଲା ରହିବ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି ।