ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡିରେ ମା’ ଦୁର୍ଗାଙ୍କ ସପ୍ତମୀ ପୂଜା: ଭକ୍ତିମୟ ପରିବେଶରେ ଦର୍ଶନ କଲେ ଶ୍ରଦ୍ଧାଳୁ
ଗଜପତି ଜିଲ୍ଲା ପାରଳାଖେମୁଣ୍ଡିର ବିଭିନ୍ନ ପୂଜା ମଣ୍ଡପରେ ଆଜି ମା’ ଦୁର୍ଗାଙ୍କ ସପ୍ତମୀ ପୂଜା ଶାସ୍ତ୍ରୀୟ ବିଧି ଅନୁଯାୟୀ ସମ୍ପନ୍ନ ହୋଇଛି। ମା’ଙ୍କ ଦର୍ଶନ ପାଇଁ ଭକ୍ତଙ୍କ ମଧ୍ୟରେ ଦେଖିବାକୁ ମିଳିଛି ପ୍ରବଳ ଉତ୍ସାହ।