ବରପାଲିର ୱାଡ଼ ନମ୍ବର ୫ ବହଲ ମୁଣ୍ଡାରେ ନାମଯଜ୍ଞ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏହି କାର୍ଯ୍ୟକ୍ରମକୁ ନେଇ ଅଞ୍ଚଳରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି।