Install App
Login
HOME
Delhi
Haryana
Uttar Pradesh
Bihar
Chhattisgarh
Madhya Pradesh
Rajasthan
Jharkhand
Himachal Pradesh
Uttarakhand
Punjab
Andhra Pradesh
Telangana
Tamil Nadu
Karnataka
Maharashtra
Assam
West Bengal
Tripura
Gujarat
Odisha
Kerala
Jansamasya
News
पुलिस
Bjp
National
Police
Bihar
India
कांग्रेस
बीजेपी
भाजपा
Congress
Modi
Delhi
Viral
Jharkhand
Up
Rajasthan
Bollywood
Patna
Breakingnews
Narendramodi
Nitishkumar
Madhya_pradesh
Cm
Pmmodi
Rahulgandhi
यूपी
कानपुर
Uttarpradesh
2008sanjib
Sundargarh Town, Sundargarh
| Jun 17, 2026
MORE NEWS
ରାଉରକେଲା: TSH କୋଚିଂ ସେଣ୍ଟର ଆଧୁନିକ ଜ୍ଞାନକୌଶଳ ଓ ଗୁଣାତ୍ମକ ଶିକ୍ଷା ପାଇଁ ପ୍ରତିଶ୍ରୁତିବଦ୍ଧ। #smsnewsnetwork #rourkela #civiltownship #TSH #AItechnology #Coachingcenter #ushaagarwal
Sundargarh Town, Sundargarh | Jun 17, 2026
SMS News Bureau Kuarmunda କୁଆରମୁଣ୍ଡା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ। କୁଆଁରମୁଣ୍ଡା ବ୍ଲକ କାର୍ଯ୍ୟାଳୟ ରେ ଆଜି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ସୁରଜ ପଟ୍ଟନାୟକ ଓ ସୁନ୍ଦରଗଡ ଆରକ୍ଷୀ ଅଧିକ୍ଷକ ଅମ୍ରିତପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। ଆଜି ମୋଟ ୬୫ଗୋଟି ଅଭିଯୋଗର ଶୁଣାଣୀ ହୋଇଥିଲା l ସେଥି ମଧ୍ୟରୁ ୩୮ ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୨୬ ଟି ସାମୁହିକ ଅଭିଯୋଗ ରହିଥିଲା। ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ଆଥିିକ ସହାୟତା ପାଇଁ ଜଣେ ବ୍ୟକ୍ତି ଆବେଦନ କରିଥିଲେ l ଆଜି ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତା ଘାଟ ସମସ୍ୟା, ପେନସନ, ବିଦ୍ୟୁତ୍ ସମସ୍ୟା, ରାସନ୍ କାର୍ଡ ସମସ୍ୟା, ପାନୀୟ ଜଳ ସମସ୍ୟା ଆଦି ପ୍ରମୁଖ ରହିଥିଲା। ଆଜିର ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ସୁରଂଜନ ସାହୁ, ପାନପୋଷ ଉପଜିଲ୍ଲାପାଳ ଶ୍ରୀ ଚନ୍ଦ୍ରକାନ୍ତ ମଲ୍ଲିକ, କୁଆରମୁଣ୍ଡା ବିଡିଓ ଡା ଜଗଦୀଶ ଚନ୍ଦ୍ର ମହାନନ୍ଦ ସମେତ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ l
Sundargarh Town, Sundargarh | Jun 17, 2026
ରାଉରକେଲା; ସେକ୍ଟର ୫ ଅଞ୍ଚଳ ରେ ହତ୍ୟାକାଣ୍ଡ, ସଂଘବଦ୍ଧ ଆକ୍ରମଣ କରି ଫାର୍ସା ରେ ବେକ କାଟି ନିର୍ମମ ହତ୍ୟା! ଦୋଷ ଏତିକି ନିଶା ସେବନ କୁ ବାରଣ କରିବା! #smsnewsnetwork #rourkela #sector7ps #sprourkela #murder #massattack #goalghar #sector5 #crime
Sundargarh Town, Sundargarh | Jun 17, 2026
ରାଉରକେଲା; ସାଗରିକା ଓ୍ବଲଫେୟାର ଟ୍ରଷ୍ଟ ପକ୍ଷରୁ ରଜ ସଂକ୍ରାନ୍ତି ଅବସରରେ ପିଠା ପ୍ରତିଯୋଗିତା #smsnewsnetwork #rourkela #sagarikawelfaretrust #rajasankranti #SAIL #RSP #civiccenter
Sundargarh Town, Sundargarh | Jun 15, 2026