ଝାରସୁଗୁଡା: ଝାରସୁଗୁଡା VSS ବିମାନ ବନ୍ଦରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜିଲ୍ଲା ବିଜେପି ପକ୍ଷରୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା
ଝାରସୁଗୁଡା ସ୍ଥିତ ବିର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କୁ ଆଜି ଦିନ ବାରଟା ସମୟରେ ବିଜେପି ଦଳ ପକ୍ଷରୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ, ଝାରସୁଗୁଡା ବିଧାୟକ ଟଙ୍କଧର ତ୍ରିପାଠୀ ଙ୍କ ସମେତ ଝାରସୁଗୁଡା ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତୃମଣ୍ଡଳୀ ଉପସ୍ଥିତ ରହିଥିଲେ। ଏହି ସ୍ୱାଗତ ସମ୍ବର୍ଦ୍ଧନା ଅବସରରେ ଝାରସୁଗୁଡା ବିଜେପି ଦଳର ଶତାଧିକ ଦଳୀୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କୁ ଫୁଲମାଳ ପୁଷ୍ପଗୁଚ୍ଛ ଦେଇ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା