ବାଲେଶ୍ବର ସଦର: ବାଲେଶ୍ଵରରେ ଫକୀର ମୋହନ କଲେଜ ଛାତ୍ରଛାତ୍ରୀଙ୍କ ଦ୍ୱାରା ନମୋ ସେବା ଗାଥା ନାଟକ ପ୍ରଦର୍ଶିତ
ବାଲେଶ୍ଵର ଫକୀର ମୋହନ ସ୍ୱୟଂ ଶାସିତ ମହାବିଦ୍ୟାଳୟ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ ଅବସରରେ 'ନମୋ ସେବା ଗାଥା' ପଥପ୍ରାନ୍ତ ନାଟକ ମଞ୍ଚସ୍ଥ ହୋଇଛି। ଏଥିରେ ପ୍ରଧାନମନ୍ତ୍ରୀଙ୍କ ବିଭିନ୍ନ ଜନହିତକର କାର୍ଯ୍ୟ ଓ ସଫଳତାକୁ ଅଭିନୟ ମାଧ୍ୟମରେ ପ୍ରଦର୍ଶନ କରାଯାଇଥିଲା।