ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡିରେ ଜିଲ୍ଲାସ୍ତରୀୟ ବରିଷ୍ଠ ନାଗରିକ ଦିବସ ପାଳିତ
ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିଠାରେ ଜିଲ୍ଲାସ୍ତରୀୟ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଶିବିର, ଯୋଗାଭ୍ୟାସ ଓ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଥିଲା। ବ୍ରହ୍ମପୁର ସାଂସଦ ଡକ୍ଟର ପ୍ରଦୀପ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।