କୁଚିଣ୍ଡା ସ୍ଥିତ ଆଦିବାସୀ ଭବନ ଠାରେ ରବିବାର ଦିନ ନର୍ଷିଙ୍ଗ ଛାତ୍ରୀ ଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ଙ୍କ ଶହେ ୨୪ ତମ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି।ଏଥିରେ ବିଶିଷ୍ଟ ସମାଜସେବୀ ଓ ସାହିତ୍ୟିକ ସୁବାସ ଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଏବଂ ପୂର୍ବତନ ବିଧାୟକ ବୃନ୍ଦାବନ ମାଝୀ ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇ ନବ ବାବୁଙ୍କ ସାଧୁତା ଓ ଦେଶ ପ୍ରତି ଅବଦାନ ସମ୍ପର୍କରେ ଆଲୋଚନା କରିଥିଲେ।