Public App Logo
Jansamasya
Viral
Jharkhand
���िल्ली
Breakingnews
Madhya_pradesh
Pmmodi
Rahulgandhi
Haryana
Sambalpur
Cyclone
���ादी
Crimenews
Karnataka
Bareilly
���प
Agra
Biharnews
Jodhpur
Fatehpur
Kanganaranaut
Amitshah
Fire
Live
Jhansi
Yogiadityanath
Rain
Trending
���िवाद
���ोगी_आदित्यनाथ
No video available

ଭଣ୍ଡାରିପୋଖରୀ: ଭଣ୍ଡାରିପୋଖରୀ : ପଥରପଦା ଠାରେ ଦୁର୍ଘଟଣା ଘଟି ନେରଡ଼ା ପଞ୍ଚାୟତ ପୁରୀପଡା ଗ୍ରାମର ଦୁଇ ଯୁବକ ମୃତ

ପାଣିକୋଇଲି ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ପଥରପଦା ଟ୍ରମାକେୟାର ସମ୍ମୁଖରେ ସିମେଣ୍ଟ ବ୍ୟାରିକେଡ଼ରେ ପିଟିହୋଇ ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇ ଜଣେ ଯୁବକ ଘଟଣାସ୍ଥଳରେ ମୃତ୍ୟୁବରଣ କରିଥିବାବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଥିଲେ। ତେବେ ଗୁରୁତର ଆହତ ହୋଇଥିବା ଯୁବକ ଜଣକ ଙ୍କର ମଧ୍ୟ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମୃତକ ଦ୍ଵୟ ନେରଡା ପଂଚାୟତ,ପୁରିପଡା ଗ୍ରାମର ବୋଲି ଜଣାପଡ଼ିଛି,

MORE NEWS