Public App Logo
Jansamasya
National
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek
Healthforall
Sco
Blooddonation
Saynototobacco
Vayvandanacard
Ayushmanbharat
Tbmuktbharat
Pmjay
Jansamasya
Liverhealth
Sicklecellawareness

ଜଗତସିଂହପୁର: ପାରାଦ୍ୱୀପ ନିର୍ବାଚନମଣ୍ଡଳୀ ବିଜେପି କାର୍ଯ୍ୟଳୟରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ, ଯୋଗଦେଲେ ମନ୍ତ୍ରୀ ସମ୍ପଦ ସ୍ବାଇଁ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ପାରାଦ୍ୱୀପ ନିର୍ବାଚନମଣ୍ଡଳୀ ବିଜେପି ପକ୍ଷରୁ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ । ମୁଖ୍ୟଅତିଥିଭାବେ ଯୋଗଦେଲେ ମନ୍ତ୍ରୀ ସମ୍ପଦ ସ୍ବାଇଁ । ଆଜି ମଧ୍ୟାହ୍ନ ୧୨ ଟା ସମୟରେ ପାରାଦ୍ୱୀପ ନିର୍ବାଚନମଣ୍ଡଳୀ ବିଜେପି କାର୍ଯ୍ୟଳୟରେ ଏହି ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ବହୁ ରକ୍ତଦାତା ଏହି ରକ୍ତଦାନ ଶିବିରରେ ଯୋଗଦେଇ ସ୍ବେଚ୍ଛାକୃତ ରକ୍ତଦାନ କରିଥିଲେ ।

MORE NEWS