ବାଲେଶ୍ଵର ଜିଲ୍ଲା ପ୍ରସାଶନ ପକ୍ଷରୁ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳନ କରାଯାଇଛି।ଏହି ପରିପ୍ରେକ୍ଷୀରେ ଜିଲ୍ଲାପାଳ , ଅତିରିକ୍ତ ଜିଲ୍ଲାପାଳ ଅନ୍ୟାନ୍ୟ ଅଧିକାରୀ ଙ୍କ ଉପସ୍ଥିତି ରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ରୁ ପଦଯାତ୍ରା ଆରମ୍ଭ ହୋଇ ପରେ ଗାନ୍ଧୀସ୍ମୃତି ଭବନ ଠାରେ ଭିନ୍ନକ୍ଷମ ପିଲାମାନଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଏହି କାର୍ଯ୍ୟକ୍ରମ କୁ ବୁଧବାର ଅପରାହ୍ନ ୪ଘଟିକା ରେ ସମାପନ କରାଯାଇଥିଲା।