Public App Logo
Jansamasya
News
पुलिस
Bjp
National
Bihar
बिहार
बीजेपी
भाजपा
विधायक
Congress
Modi
Delhi
Viral
Crime
Jharkhand
Up
Breakingnews
Narendramodi
Madhya_pradesh
Pmmodi
पटना
Rahulgandhi
Haryana
Crimenews
Bareilly
Breaking
Election
Politics
उत्तराखंड
No video available

କଙ୍କଡାହାଡ: କଙ୍କଡାହାଡ଼ରେ ଶନିବାର ୧୦ଟାରେ ବିଜେପି ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ

Kankadahad, Dhenkanal | Sep 21, 2024
କଙ୍କଡାହାଡ଼ରେ ଶନିବାର ୧୦ଟାରେ ବିଜେପି ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ ।ପ୍ରଧାନମନ୍ତ୍ରୀ ମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିବସ ଅବସରରେ ଶନିବାର କଙ୍କଡାହାଡ଼ ବାତ୍ୟା ଆଶ୍ରୟ ସ୍ଥଳରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ।ଏଠାରେ ବ୍ଳକର ବିଭିନ୍ନ ଗାଁରୁ ରକ୍ତଦାତା ମାନେ ଆସି ରକ୍ତଦାନ କରିଥିଲେ ।ଅତିଥି ଭାବରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ରାସବିହାରୀ ବେହେରା,କାର୍ତିକ ସାହୁ,ସନ୍ତୋଷ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।