ସୁନାବେଡ଼ା ପୌର ପରିଷଦର କିର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର। ଆଜି ଦିନ ୧୨ ଘଣ୍ଟା ସମୟରେ ଆୟୋଜକ ବୈଠକରେ ସୁନାବେଡ଼ା ମୁନସିପାଲଟି ଅଞ୍ଚଳର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ନେଇ ପଚାରି ବୁଝିଥିଲେ। ଅନ୍ୟମାନଙ୍କ ମଧ୍ୟରେ କୋରାପୁଟ ବିଧାୟକ ରଘୁରାମ ମାଛ, ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନ, ଅତିରିକ୍ତ ଜିଲ୍ଲାପାଳ